Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 10

ଉପଦେଶକ 10:10-13

Help us?
Click on verse(s) to share them!
10ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।

Read ଉପଦେଶକ 10ଉପଦେଶକ 10
Compare ଉପଦେଶକ 10:10-13ଉପଦେଶକ 10:10-13