Text copied!
Bibles in Odia

ଉପଦେଶକ 10:10-13 in Odia

Help us?

ଉପଦେଶକ 10:10-13 in ଓଡିଆ ବାଇବେଲ

10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12 ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
ଉପଦେଶକ 10 in ଓଡିଆ ବାଇବେଲ