Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 10

ଉପଦେଶକ 10:15-16

Help us?
Click on verse(s) to share them!
15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

Read ଉପଦେଶକ 10ଉପଦେଶକ 10
Compare ଉପଦେଶକ 10:15-16ଉପଦେଶକ 10:15-16