Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 11

ଉପଦେଶକ 11:3-4

Help us?
Click on verse(s) to share them!
3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
4ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।

Read ଉପଦେଶକ 11ଉପଦେଶକ 11
Compare ଉପଦେଶକ 11:3-4ଉପଦେଶକ 11:3-4