Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 1

ଉପଦେଶକ 1:1-4

Help us?
Click on verse(s) to share them!
1ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।
3ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ ?
4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

Read ଉପଦେଶକ 1ଉପଦେଶକ 1
Compare ଉପଦେଶକ 1:1-4ଉପଦେଶକ 1:1-4