Text copied!
Bibles in Odia

ଉପଦେଶକ 1:13-14 in Odia

Help us?

ଉପଦେଶକ 1:13-14 in ଓଡିଆ ବାଇବେଲ

13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
ଉପଦେଶକ 1 in ଓଡିଆ ବାଇବେଲ