Text copied!
Bibles in Odia

ଉପଦେଶକ 1:14-17 in Odia

Help us?

ଉପଦେଶକ 1:14-17 in ଓଡିଆ ବାଇବେଲ

14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
16 ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
ଉପଦେଶକ 1 in ଓଡିଆ ବାଇବେଲ