Text copied!
Bibles in Odia

ଉପଦେଶକ 1:4-7 in Odia

Help us?

ଉପଦେଶକ 1:4-7 in ଓଡିଆ ବାଇବେଲ

4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
ଉପଦେଶକ 1 in ଓଡିଆ ବାଇବେଲ