Text copied!
Bibles in Odia

ଉପଦେଶକ 2:23-26 in Odia

Help us?

ଉପଦେଶକ 2:23-26 in ଓଡିଆ ବାଇବେଲ

23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25 କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ ?
26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
ଉପଦେଶକ 2 in ଓଡିଆ ବାଇବେଲ