Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 3

ଉପଦେଶକ 3:11-14

Help us?
Click on verse(s) to share them!
11ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
12ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।

Read ଉପଦେଶକ 3ଉପଦେଶକ 3
Compare ଉପଦେଶକ 3:11-14ଉପଦେଶକ 3:11-14