Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 3

ଉପଦେଶକ 3:7-10

Help us?
Click on verse(s) to share them!
7ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
9କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ ?
10ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

Read ଉପଦେଶକ 3ଉପଦେଶକ 3
Compare ଉପଦେଶକ 3:7-10ଉପଦେଶକ 3:7-10