Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 4

ଉପଦେଶକ 4:9-11

Help us?
Click on verse(s) to share them!
9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?

Read ଉପଦେଶକ 4ଉପଦେଶକ 4
Compare ଉପଦେଶକ 4:9-11ଉପଦେଶକ 4:9-11