Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 6

ଉପଦେଶକ 6:1-4

Help us?
Click on verse(s) to share them!
1ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
2ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
3ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

Read ଉପଦେଶକ 6ଉପଦେଶକ 6
Compare ଉପଦେଶକ 6:1-4ଉପଦେଶକ 6:1-4