Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 6

ଉପଦେଶକ 6:12

Help us?
Click on verse(s) to share them!
12କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?

Read ଉପଦେଶକ 6ଉପଦେଶକ 6
Compare ଉପଦେଶକ 6:12ଉପଦେଶକ 6:12