Text copied!
Bibles in Odia

ଉପଦେଶକ 6:5-7 in Odia

Help us?

ଉପଦେଶକ 6:5-7 in ଓଡିଆ ବାଇବେଲ

5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ?
7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
ଉପଦେଶକ 6 in ଓଡିଆ ବାଇବେଲ