Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 6

ଉପଦେଶକ 6:8-10

Help us?
Click on verse(s) to share them!
8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?
9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

Read ଉପଦେଶକ 6ଉପଦେଶକ 6
Compare ଉପଦେଶକ 6:8-10ଉପଦେଶକ 6:8-10