Text copied!
Bibles in Odia

ଉପଦେଶକ 8:10-12 in Odia

Help us?

ଉପଦେଶକ 8:10-12 in ଓଡିଆ ବାଇବେଲ

10 ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
ଉପଦେଶକ 8 in ଓଡିଆ ବାଇବେଲ