Text copied!
Bibles in Odia

ଉପଦେଶକ 8:2-7 in Odia

Help us?

ଉପଦେଶକ 8:2-7 in ଓଡିଆ ବାଇବେଲ

2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
4 ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହି ପାରେ ?
5 ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
ଉପଦେଶକ 8 in ଓଡିଆ ବାଇବେଲ