Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 9

ଉପଦେଶକ 9:3-4

Help us?
Click on verse(s) to share them!
3ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

Read ଉପଦେଶକ 9ଉପଦେଶକ 9
Compare ଉପଦେଶକ 9:3-4ଉପଦେଶକ 9:3-4