Text copied!
CopyCompare
ଓଡିଆ ବାଇବେଲ - କଲସୀୟ - କଲସୀୟ 2

କଲସୀୟ 2:6-8

Help us?
Click on verse(s) to share them!
6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;

Read କଲସୀୟ 2କଲସୀୟ 2
Compare କଲସୀୟ 2:6-8କଲସୀୟ 2:6-8