Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 117

Help us?
Click on verse(s) to share them!
1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।