Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:100-105

Help us?
Click on verse(s) to share them!
100ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !
104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105ନୂନ୍‍। ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:100-105ଗୀତସଂହିତା 119:100-105