103 ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105 ନୂନ୍। ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।