Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:104-109

Help us?
Click on verse(s) to share them!
104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105ନୂନ୍‍। ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।
106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:104-109ଗୀତସଂହିତା 119:104-109