Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:106-111

Help us?
Click on verse(s) to share them!
106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:106-111ଗୀତସଂହିତା 119:106-111