Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:110-111

Help us?
Click on verse(s) to share them!
110ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:110-111ଗୀତସଂହିତା 119:110-111