Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:115-119

Help us?
Click on verse(s) to share them!
115ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ’ ନିକଟରୁ ଦୂର ହୁଅ।
116ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋ’ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
117ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
118ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
119ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:115-119ଗୀତସଂହିତା 119:115-119