Text copied!
Bibles in Odia

ଗୀତସଂହିତା 119:120-123 in Odia

Help us?

ଗୀତସଂହିତା 119:120-123 in ଓଡିଆ ବାଇବେଲ

120 ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
121 ଅଇନ୍‍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋ’ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋ’ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
ଗୀତସଂହିତା 119 in ଓଡିଆ ବାଇବେଲ