Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:121-123

Help us?
Click on verse(s) to share them!
121ଅଇନ୍‍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋ’ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋ’ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:121-123ଗୀତସଂହିତା 119:121-123