Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:125-129

Help us?
Click on verse(s) to share them!
125ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
126ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
127ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
128ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
129ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:125-129ଗୀତସଂହିତା 119:125-129