Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:127-130

Help us?
Click on verse(s) to share them!
127ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
128ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
129ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ।
130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:127-130ଗୀତସଂହିତା 119:127-130