Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:129-131

Help us?
Click on verse(s) to share them!
129ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ।
130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:129-131ଗୀତସଂହିତା 119:129-131