Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:131-133

Help us?
Click on verse(s) to share them!
131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି।
132ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋ’ ପ୍ରତି ଫେର ଓ ମୋତେ ଦୟା କର।
133ତୁମ୍ଭ ବାକ୍ୟାନୁସାରେ ମୋ’ ପାଦଗତି ସଜାଡ଼ ଓ ମୋ’ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:131-133ଗୀତସଂହିତା 119:131-133