Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:133-136

Help us?
Click on verse(s) to share them!
133ତୁମ୍ଭ ବାକ୍ୟାନୁସାରେ ମୋ’ ପାଦଗତି ସଜାଡ଼ ଓ ମୋ’ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
134ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:133-136ଗୀତସଂହିତା 119:133-136