Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:134-138

Help us?
Click on verse(s) to share them!
134ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।
137ସାଦେ। ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:134-138ଗୀତସଂହିତା 119:134-138