Text copied!
Bibles in Odia

ଗୀତସଂହିତା 119:135-137 in Odia

Help us?

ଗୀତସଂହିତା 119:135-137 in ଓଡିଆ ବାଇବେଲ

135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।
137 ସାଦେ। ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
ଗୀତସଂହିତା 119 in ଓଡିଆ ବାଇବେଲ