Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:137-142

Help us?
Click on verse(s) to share them!
137ସାଦେ। ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
139ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।
140ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
141ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:137-142ଗୀତସଂହିତା 119:137-142