Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:140-142

Help us?
Click on verse(s) to share them!
140ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
141ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:140-142ଗୀତସଂହିତା 119:140-142