Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:141-143

Help us?
Click on verse(s) to share them!
141ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
143କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:141-143ଗୀତସଂହିତା 119:141-143