Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:148-152

Help us?
Click on verse(s) to share them!
148ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
149ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୁ, ଆପଣା ଶାସନାନୁସାରେ ମୋତେ ସଚେତ କର।
150ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
151ହେ ସଦାପ୍ରଭୁ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:148-152ଗୀତସଂହିତା 119:148-152