Text copied!
Bibles in Odia

ଗୀତସଂହିତା 119:151-156 in Odia

Help us?

ଗୀତସଂହିତା 119:151-156 in ଓଡିଆ ବାଇବେଲ

151 ହେ ସଦାପ୍ରଭୁ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
153 ରେଶ୍‍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
ଗୀତସଂହିତା 119 in ଓଡିଆ ବାଇବେଲ