153ରେଶ୍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।