Text copied!
Bibles in Odia

ଗୀତସଂହିତା 119:153-155 in Odia

Help us?

ଗୀତସଂହିତା 119:153-155 in ଓଡିଆ ବାଇବେଲ

153 ରେଶ୍‍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
ଗୀତସଂହିତା 119 in ଓଡିଆ ବାଇବେଲ