Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:156-158

Help us?
Click on verse(s) to share them!
156ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:156-158ଗୀତସଂହିତା 119:156-158