Text copied!
Bibles in Odia

ଗୀତସଂହିତା 119:156-161 in Odia

Help us?

ଗୀତସଂହିତା 119:156-161 in ଓଡିଆ ବାଇବେଲ

156 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୁ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।
161 ଶିନ୍‍। ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
ଗୀତସଂହିତା 119 in ଓଡିଆ ବାଇବେଲ