Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:162-164

Help us?
Click on verse(s) to share them!
162କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
163ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:162-164ଗୀତସଂହିତା 119:162-164