Text copied!
Bibles in Odia

ଗୀତସଂହିତା 119:162-164 in Odia

Help us?

ଗୀତସଂହିତା 119:162-164 in ଓଡିଆ ବାଇବେଲ

162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
ଗୀତସଂହିତା 119 in ଓଡିଆ ବାଇବେଲ