Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:163-167

Help us?
Click on verse(s) to share them!
163ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
166ହେ ସଦାପ୍ରଭୁ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
167ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:163-167ଗୀତସଂହିତା 119:163-167