Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:165-167

Help us?
Click on verse(s) to share them!
165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
166ହେ ସଦାପ୍ରଭୁ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
167ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:165-167ଗୀତସଂହିତା 119:165-167