Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:168-171

Help us?
Click on verse(s) to share them!
168ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169ତୌ। ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:168-171ଗୀତସଂହିତା 119:168-171